ଏଜ୍ରା 9:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ, Gade chapit laପବିତ୍ର ବାଇବଲ (Re-edited) - (BSI)13 ଏଣୁ ହେ ଆମ୍ଭମାନଙ୍କ ପରମେଶ୍ଵର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ ଦଣ୍ତରୁ ଊଣା ଦଣ୍ତ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ, Gade chapit laଓଡିଆ ବାଇବେଲ13 ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ୍ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ, Gade chapit laପବିତ୍ର ବାଇବଲ13 “ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପ୍ରାପ୍ୟଠାରୁ କମ୍ ଦଣ୍ତ ଦେଇଛ। ଏବଂ ଯଦିଓ ଆମ୍ଭର ପାପ ଓ ଦୋଷ ଯୋଗୁଁ ଏସବୁ ଆମ୍ଭ ପାଖକୁ ଆସିଛି। ଆମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ ଜୀବିତ ରଖିଅଛ। Gade chapit la |
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।