ଏଜ୍ରା 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞାଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ବିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ହେବ ନାହିଁ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞା ଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ଵିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ନୋହିବ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ। Gade chapit laଓଡିଆ ବାଇବେଲ14 ଏହା ଦେଖି ଆମ୍ଭେମାନେ କ’ଣ ପୁନର୍ବାର ତୁମ୍ଭର ଆଜ୍ଞା-ଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ବିତା କରିବୁ ? କଲେ ତୁମ୍ଭେ କ’ଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ହେବ ନାହିଁ ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ। Gade chapit laପବିତ୍ର ବାଇବଲ14 ଏହା ଦେଖି ସାରିବା ପରେ ଆମ୍ଭେମାନେ କ’ଣ ଆଉଥରେ ଏପରି ଭୁଲ୍ କରିବୁ। ଏହି ଘୃଣାଯୋଗ୍ୟ କର୍ମ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ ବନ୍ଧୁ କରିବୁ, ତୁମ୍ଭେ କ’ଣ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ନିଃଶେଷ କରିବ ନାହିଁ। Gade chapit la |
ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।