ଏଜ୍ରା 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇ ପାରେ ନାହିଁ। Gade chapit laଓଡିଆ ବାଇବେଲ15 ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇ ପାରେ ନାହିଁ।” Gade chapit laପବିତ୍ର ବାଇବଲ15 “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ, ଯେଉଁଥିପାଇଁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇଅଛୁ। ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ। କାରଣ ସେଥିପାଇଁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।” Gade chapit la |