ଏଜ୍ରା 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣକୁ ଗ୍ରହଣ କରିଅଛନ୍ତି; ଏହି ରୂପେ ପବିତ୍ର-ବଂଶ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି। Gade chapit laଓଡିଆ ବାଇବେଲ2 କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।” Gade chapit laପବିତ୍ର ବାଇବଲ2 ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣଙ୍କ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି। ଏହିପରି ପବିତ୍ରବଂଶ ଅନ୍ୟଦେଶରେ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି। ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।” Gade chapit la |
ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭେମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।