ଏଜ୍ରା 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ଵରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି। Gade chapit laଓଡିଆ ବାଇବେଲ4 ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି। Gade chapit laପବିତ୍ର ବାଇବଲ4 ସେତେବେଳେ ନିର୍ବାସିତ ଲୋକମାନଙ୍କର ଅପରାଧ ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ। ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ଓ ମୋ’ ଗ୍ଭରିପଟେ ସେମାନେ ଏକତ୍ରିତ ହେବା ପର୍ଯ୍ୟନ୍ତ ଆଘାତ ପାଇ ବସିଲି। Gade chapit la |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।