ଏଜ୍ରା 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)6 ହେ ମୋହର ପରମେଶ୍ଵର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ଵର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ଵରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି। Gade chapit laଓଡିଆ ବାଇବେଲ6 “ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି। Gade chapit laପବିତ୍ର ବାଇବଲ6 ହେ ମୋର ପରମେଶ୍ୱର, ମୁଁ ଲଜ୍ଜିତ ହୋଇଅଛି। ହେ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ମୁହଁ ଦେଖାଇବାକୁ ଲଜ୍ଜିତ କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କର ମସ୍ତକର ଉପରକୁ ଉଠିଅଛି। ଆମ୍ଭମାନଙ୍କ ଦୋଷ ସ୍ୱର୍ଗସ୍ପର୍ଶୀ ହୋଇଅଛି। Gade chapit la |
ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।