ଏଜ୍ରା 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ଵାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନସ୍ଥାନ ପୁନର୍ନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ-ରାଜଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି। Gade chapit laଓଡିଆ ବାଇବେଲ9 କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି। Gade chapit laପବିତ୍ର ବାଇବଲ9 ହଁ, ଆମ୍ଭେମାନେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନ ଥିଲ। ତୁମ୍ଭେ ଆମ୍ଭ ପ୍ରତି ଦୟା କରିଥିଲ। ତୁମ୍ଭ ଯୋଗୁଁ ପାରସ୍ୟର ରାଜା ଆମ୍ଭ ପ୍ରତି ଦୟା ଦେଖାଇ ଥିଲେ। ତୁମ୍ଭର ମନ୍ଦିର ଧ୍ୱଂସ ହୋଇ ଯାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦେଲୁ। ପରମେଶ୍ୱର, ତୁମ୍ଭେ ଯିହୁଦା ଓ ଯିରୁଶାଲମରେ ପ୍ରାଚୀର ଦେବା ପାଇଁ ଆମ୍ଭର ସହାୟ ହେଲ। Gade chapit la |
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।