Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁସାରେ ନୁହେଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ଵାରା ପ୍ରଚାରିତ ହୋଇଅଛି, ସେ ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁଯାୟୀ ନୁହେଁ;

Gade chapit la Kopi

ଓଡିଆ ବାଇବେଲ

11 କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋ' ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁଯାୟୀ ନୁହେଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ହେ ଭାଇମାନେ, ତୁମ୍ଭମାନଙ୍କୁ କହି ରଖୁଛି, ମୁଁ ଯେଉଁ ସୁସମାଚାର ପ୍ରଚାର କରେ, ତାହା ମନୁଷ୍ୟଠାରୁ ଉତ୍ପନ୍ନ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

11 ଭାଇମାନେ! ମୁଁ କହି ଦେବାକୁ ଗ୍ଭହେଁ ଯେ, ମୁଁ ତୁମ୍ଭମାନଙ୍କୁ ଯେଉଁ ସୁସମାଗ୍ଭର ଶୁଣାଇଲି ତାହା ମନୁଷ୍ୟକୃତ ନୁହେଁ।

Gade chapit la Kopi




ଗାଲାତୀୟ 1:11
9 Referans Kwoze  

ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କିମ୍ବା ମନୁଷ୍ୟମାନଙ୍କ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,


କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,


ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।


ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି, ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ?


ମୁଁ ମନୁଷ୍ୟ ଭାବରେ କଅଣ ଏହିସବୁ କଥା କହୁଅଛି? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କଅଣ ଏହିସବୁ କଥା କୁହେ ନାହିଁ?


ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;


Swiv nou:

Piblisite


Piblisite