Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ବରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମୁଁ ଯେଉଁସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ଵରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

20 ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ୱରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ମୁଁ ଯାହା ଲେଖୁଛି, ତାହା ସତ୍ୟ; ଈଶ୍ୱର ଜାଣନ୍ତି, ମୁଁ ମିଥ୍ୟା କହୁ ନାହିଁ!

Gade chapit la Kopi

ପବିତ୍ର ବାଇବଲ

20 ପରମେଶ୍ୱର ଜାଣନ୍ତି ଯେ, ମୁଁ ଏଥିରେ ଯାହାକିଛି ଲେଖୁଛି, ତାହା ମିଥ୍ୟା ନୁହେଁ।

Gade chapit la Kopi




ଗାଲାତୀୟ 1:20
4 Referans Kwoze  

ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,


ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ।


କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ।


Swiv nou:

Piblisite


Piblisite