Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ତ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ଵାଧୀନତା ଅଛି, ଚର ସ୍ଵରୂପେ ସେଥିର ଛିଦ୍ର ଅନ୍ଵେଷଣ କରି ଆମ୍ଭମାନଙ୍କୁ ଦାସତ୍ଵର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ, ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;

Gade chapit la Kopi

ଓଡିଆ ବାଇବେଲ

4 ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଅବଶ୍ୟ କେତେକ ବ୍ୟକ୍ତି ତାଙ୍କୁ ସୁନ୍ନତ କରାଇବାକୁ ଚାହୁଁଥିଲେ। ସେମାନେ ବିଶ୍ୱାସୀ ଭାଇ ବୋଲି ଛଳନା କରି ଗୁପ୍ତଚର ରୂପେ ଦଳରେ ଯୋଗ ଦେଇଥିଲେ। ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଆମେ ଯେଉଁ ସ୍ୱାଧୀନତା ଲାଭ କରିଛୁ, ତାହାର ସନ୍ଧାନ ନେବା ସେମାନଙ୍କର ଉଦ୍ଦେଶ୍ୟ ଥିଲା। ଆମ୍ଭମାନଙ୍କୁ ପୁନର୍ବାର ବ୍ୟବସ୍ଥାର ଦାସ କରିବାକୁ ସେମାନେ ଚାହୁଁଥିଲେ।

Gade chapit la Kopi

ପବିତ୍ର ବାଇବଲ

4 ଆମ୍ଭେ ଏହି ସମସ୍ୟା ବିଷୟରେ କଥାବାର୍ତ୍ତା ହେବାକୁ ଆବଶ୍ୟକ ମନେ କରୁଥିଲୁ। କାରଣ ଆମ୍ଭ ଦଳ ଭିତରକୁ କେତେକ ଭଣ୍ତ ଭାଇ ଲୁଚିଛପି ପଶି ଆସିଥିଲେ, ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସ୍ୱାଧୀନତା ଉପରେ ଗୋଇନ୍ଦାଗିରି କରି ଆମ୍ଭକୁ ଦାସ କରି ରଖିବାକୁ ଚେଷ୍ଟା କରୁଥିଲେ।

Gade chapit la Kopi




ଗାଲାତୀୟ 2:4
29 Referans Kwoze  

କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।


ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଜୁଆଳିରେ ଆଉ ଥରେ ଯୋଚା ନ ଯାଅ।


ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ମୌଳିକ ବିଷୟଗୁଡ଼ାକର ଦାସ ଥିଲୁ


ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।


ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ।


କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;


ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ଡ ବହନ କରିବ।


ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।


କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।


ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା।


ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।


ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;


ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।


ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”


ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।


ହାଗାର, ଏହି ଶବ୍ଦ ଆରବ ଦେଶରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମ ସହରର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି।


ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି।


କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।


ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।


ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।


ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।


କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।


କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।


Swiv nou:

Piblisite


Piblisite