ଗାଲାତୀୟ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ତେମାତ୍ର ଅଧୀନତା ସ୍ଵୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ। Gade chapit laଓଡିଆ ବାଇବେଲ5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ । Gade chapit laପବିତ୍ର ବାଇବଲ (CL) NT (BSI)5 କିନ୍ତୁ ତୁମ୍ଭମାନଙ୍କ ପାଇଁ ସୁସମାଚାରର ସତ୍ୟକୁ ବଜାୟ ରଖିବା ପାଇଁ ଆମେ ସେହି ପ୍ରଚାରକମାନଙ୍କୁ କ୍ଷଣେ ହେଲେ ପ୍ରଶ୍ରୟ ଦେଇ ନ ଥିଲୁ। Gade chapit laପବିତ୍ର ବାଇବଲ5 କିନ୍ତୁ ସେହି ଭଣ୍ଡ ଭାଇମାନେ ଯାହା କରିବାକୁ ଗ୍ଭହୁଁଥିଲେ, ସେଥିରେ ଆମ୍ଭେ କୌଣସିମତେ ସମ୍ମତ ହେଲୁ ନାହିଁ। ଆମ୍ଭେ ଇଚ୍ଛା କଲୁ ଯେ, ତୁମ୍ଭମାନଙ୍କ ଭିତରେ ସୁସମାଗ୍ଭର ସତ୍ୟ ରହିଥାଉ। Gade chapit la |
କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।