ଗାଲାତୀୟ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)9 ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ଵରୂପେ ଖ୍ୟାତ ଯାକୁବ, କେଫା ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ବିଜାତିମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି; Gade chapit laଓଡିଆ ବାଇବେଲ9 ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)9 ନେତା ରୂପେ ବିବେଚିତ ହେଉଥିବା ଯାକୁବ, ପିତର ଓ ଯୋହନ ସ୍ୱୀକାର କରିଥିଲେ ଯେ, ଈଶ୍ୱର ମୋତେ ଏହି ବିଶେଷ କାର୍ଯ୍ୟର ଦାୟିତ୍ୱ ଦେଇଛନ୍ତି। ତେଣୁ ସେମାନେ ମୋତେ ଓ ବର୍ଣ୍ଣବାଙ୍କୁ ସହଯୋଗୀ ରୂପେ ଆଦରରେ ଗ୍ରହଣ କରିଥିଲେ। ବର୍ଣ୍ଣବା ଓ ମୁଁ ଅଣଇହୁଦୀମାନଙ୍କ ମଧ୍ୟରେ ଓ ସେମାନେ ଇହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରିବେ ବୋଲି ଆମେ ଏକମତ ହୋଇଥିଲୁ। Gade chapit laପବିତ୍ର ବାଇବଲ9 ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣବ୍ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣବ୍ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।” Gade chapit la |
ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।