Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ବର ଏକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହନ୍ତି, କିନ୍ତୁ ଈଶ୍ଵର ଏକ।

Gade chapit la Kopi

ଓଡିଆ ବାଇବେଲ

20 ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ୱର ଏକ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କିନ୍ତୁ ପ୍ରତିଜ୍ଞା ଦାନ ସହିତ କେବଳ ଗୋଟିଏ ପକ୍ଷ ସମ୍ପୃକ୍ତ ଥିଲେ। ସେ ହେଉଛନ୍ତି ସ୍ୱୟଂ ଈଶ୍ୱର।

Gade chapit la Kopi

ପବିତ୍ର ବାଇବଲ

20 ଗୋଟିଏ ପଟ ଥିଲେ, ମଧ୍ୟସ୍ଥତା ଦରକାର ହୁଏ ନାହିଁ ଓ ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ।

Gade chapit la Kopi




ଗାଲାତୀୟ 3:20
11 Referans Kwoze  

କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;


ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।


ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।


କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।


ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ।


ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।


ମୋହର ଭାବ ଏହି, ଯେଉଁ ନିୟମ ଈଶ୍ବରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶ ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ୱାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ।


ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,


ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।


Swiv nou:

Piblisite


Piblisite