ଗାଲାତୀୟ 3:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ୱରୂପ ହୋଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)24 ଏହି ପ୍ରକାରେ ବିଶ୍ଵାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ଵରୂପ ହୋଇଥିଲା। Gade chapit laଓଡିଆ ବାଇବେଲ24 ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକସ୍ୱରୂପ ହୋଇଥିଲା । Gade chapit laପବିତ୍ର ବାଇବଲ (CL) NT (BSI)24 ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ବ୍ୟବସ୍ଥା ଆମ ତତ୍ତ୍ୱାବଧାରକ ଥିଲା; କିନ୍ତୁ ତା’ପରେ, କେବଳ ବିଶ୍ୱାସ ଦ୍ୱାରା ଆମେ ଈଶ୍ୱରଙ୍କ ସମ୍ମୁଖରେ ନିର୍ଦ୍ଦେଶଷ ବିବେଚିତ ହେବୁ। Gade chapit laପବିତ୍ର ବାଇବଲ24 ଅତଏବ, ଖ୍ରୀଷ୍ଟଙ୍କ ଆଗମନ ପୂର୍ବରୁ ବ୍ୟବସ୍ଥା ଆମ୍ଭର ସ୍ୱାମୀ ଥିଲା। ତା'ପରେ ଆମ୍ଭେ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହେଲୁ। Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।