Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେମାନେ ବିଶେଷ ବିଶେଷ ଦିନ, ମାସ, ପର୍ବ ଓ ବର୍ଷ ପାଳନ କରିଥାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେମାନେ ବିଶେଷ ବିଶେଷ ଦିନ, ମାସ, ପର୍ବ ଓ ବର୍ଷ ପାଳନ କରିଥାଅ।

Gade chapit la Kopi

ଓଡିଆ ବାଇବେଲ

10 ତୁମ୍ଭେମାନେ ବିଶେଷ ବିଶେଷ ଦିନ, ମାସ, ପର୍ବ ଓ ବର୍ଷ ପାଳନ କରିଥାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଦୁଃଖର କଥା, ତୁମ୍ଭେମାନେ କେତୋଟି ନିର୍ଦ୍ଦିଷ୍ଟ ଦିନ, ମାସ, ଋତୁ ଓ ବର୍ଷ ପ୍ରତି ବିଶେଷ ମନୋଯୋଗୀ ହେଉଛ।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେମାନେ ଏବେ ମଧ୍ୟ ବିଶେଷ ଦିନ, ମାସ, ଋତୁ ଓ ବର୍ଷଗୁଡ଼ିକ ବିଷୟକ ନୀତି ନିୟମର ଶିକ୍ଷାଗୁଡ଼ିକୁ ପାଳନ କରୁଛ।

Gade chapit la Kopi




ଗାଲାତୀୟ 4:10
7 Referans Kwoze  

ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ।


ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ।


ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,


ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।


Swiv nou:

Piblisite


Piblisite