ଗାଲାତୀୟ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟ କହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି? Gade chapit laପବିତ୍ର ବାଇବଲ (Re-edited) - (BSI)16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି? Gade chapit laଓଡିଆ ବାଇବେଲ16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି ? Gade chapit laପବିତ୍ର ବାଇବଲ (CL) NT (BSI)16 କିନ୍ତୁ ବର୍ତ୍ତମାନ ମୁଁ ସତ୍ୟ କହି ଥିବାର କ’ଣ ତୁମ୍ଭମାନଙ୍କର ଶତ୍ରୁ ହୋଇ ଯାଇଛି? Gade chapit laପବିତ୍ର ବାଇବଲ16 କିନ୍ତୁ ଏବେ କ’ଣ ତୁମ୍ଭମାନଙ୍କୁ ସତ୍ୟ କହୁଥିବାରୁ ମୁଁ ତୁମ୍ଭମାନଙ୍କ ଶତ୍ରୁ ହୋଇଗଲି? Gade chapit la |
କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?