Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ଵଭାବା-ନୁସାରେ ଜାତ ହେଲା; ମାତ୍ର ଯେ ସ୍ଵାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା।

Gade chapit la Kopi

ଓଡିଆ ବାଇବେଲ

23 ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 କ୍ରୀତଦାସୀର ପୁତ୍ର ସ୍ୱାଭାବିକ ଭାବରେ ଜନ୍ମ ଲାଭ କରିଥିଲା। ମାତ୍ର ତାଙ୍କ ବିବାହିତା ସ୍ତ୍ରୀଙ୍କ ପୁତ୍ର ଈଶ୍ୱରଙ୍କ ପ୍ରତିଜ୍ଞା ଅନୁସାରେ ଜନ୍ମ ଲାଭ କରିଥିଲା।

Gade chapit la Kopi

ପବିତ୍ର ବାଇବଲ

23 ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ୱଭାବର ପଦ୍ଧତିରେ ଜନ୍ମ ହେଲା। କିନ୍ତୁ ସ୍ୱାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା।

Gade chapit la Kopi




ଗାଲାତୀୟ 4:23
9 Referans Kwoze  

ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;


କିନ୍ତୁ ତାହା କଅଣ କହେ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି,” ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।


କାରଣ ପବିତ୍ର ଶାସ୍ତ୍ରରେ ଲେଖାଅଛି, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ।


Swiv nou:

Piblisite


Piblisite