ଗାଲାତୀୟ 4:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ। Gade chapit laପବିତ୍ର ବାଇବଲ (Re-edited) - (BSI)28 ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ। Gade chapit laଓଡିଆ ବାଇବେଲ28 ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ । Gade chapit laପବିତ୍ର ବାଇବଲ (CL) NT (BSI)28 ଇସାହାକଙ୍କ ପରି ବର୍ତ୍ତମାନ ତୁମ୍ଭେମାନେ ଈଶ୍ୱରଙ୍କ ପ୍ରତିଜ୍ଞାତ ସନ୍ତାନ। Gade chapit laପବିତ୍ର ବାଇବଲ28-29 ଏବଂ ଅବ୍ରହାମଙ୍କର ଗୋଟିଏ ପୁତ୍ର ସାଧାରଣ ଭାବରେ ଜନ୍ମ ହେଲା। ଅନ୍ୟ ପୁତ୍ର ଇସ୍ହାକ୍ ଆତ୍ମାଙ୍କ ଶକ୍ତି ଦ୍ୱାରା ଜାତ ହେଲା। ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ମଧ୍ୟ ଇସ୍ହାକ ଭଳି ପ୍ରତିଶୃତିର ସନ୍ତାନ ଅଟ। ସାଧାରଣ ଭାବରେ ଜନ୍ମ ଗ୍ରହଣ କରିଥିବା ପୁତ୍ରଟି ଇସ୍ହାକ ସହିତ ମନ୍ଦ ବ୍ୟବହାର କଲା। ଆଜି ମଧ୍ୟ ସେହିଭଳି ଅବସ୍ଥା। Gade chapit la |