ଗାଲାତୀୟ 4:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାହାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)29 କିନ୍ତୁ ଶାରୀରିକ ସ୍ଵଭାବାନୁସାରେ ଯେ ଜାତ, ସେ ଯେପରି ସେସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି। Gade chapit laଓଡିଆ ବାଇବେଲ29 କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)29 ଦିନେ ସ୍ୱାଭାବିକଭାବେ ଜନ୍ମ ଗ୍ରହଣ କରିଥିବା ପୁତ୍ର ଈଶ୍ୱରଙ୍କ ପବିତ୍ରଆତ୍ମାଙ୍କଠାରୁ ଜନ୍ମ ଗ୍ରହଣ କରିଥିବା ପୁତ୍ରକୁ ଉତ୍ପୀଡ଼ନ କରିଥିଲା। Gade chapit la |