Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ଵାଧୀନା ସ୍ତ୍ରୀର ସନ୍ତାନ।

Gade chapit la Kopi

ଓଡିଆ ବାଇବେଲ

31 ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ତେଣୁ ହେ ମୋର ଭାଇମାନେ, ଆମେ କ୍ରୀତଦାସୀର ସନ୍ତାନ ନୋହୁଁ, ବିବାହିତ ସ୍ତ୍ରୀର ସନ୍ତାନ।

Gade chapit la Kopi

ପବିତ୍ର ବାଇବଲ

31 ଅତଏବ ଭାଇ ଓ ଭଉଣୀମାନେ, ଆମ୍ଭେ ଦାସୀପୁତ୍ର ନୋହୁଁ, ମାତ୍ର ସ୍ୱାଧୀନ ସ୍ତ୍ରୀର ସନ୍ତାନ ଅଟୁ।

Gade chapit la Kopi




ଗାଲାତୀୟ 4:31
8 Referans Kwoze  

ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।


ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଜୁଆଳିରେ ଆଉ ଥରେ ଯୋଚା ନ ଯାଅ।


କାରଣ ପବିତ୍ର ଶାସ୍ତ୍ରରେ ଲେଖାଅଛି, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ।


ମାତ୍ର ଶାସ୍ତ୍ର କଅଣ କୁହେ? ଦାସୀ ଓ ତାହାର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ।


Swiv nou:

Piblisite


Piblisite