ଗାଲାତୀୟ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ବରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ବର ନୁହଁନ୍ତି, ସେମାନଙ୍କର ଦାସ ଥିଲ; Gade chapit laପବିତ୍ର ବାଇବଲ (Re-edited) - (BSI)8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ଵରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ଵର ନୁହନ୍ତି, ସେମାନଙ୍କର ଦାସ ଥିଲ; Gade chapit laଓଡିଆ ବାଇବେଲ8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ; Gade chapit laପବିତ୍ର ବାଇବଲ (CL) NT (BSI)8 ଅତୀତରେ ତୁମ୍ଭେମାନେ ଈଶ୍ୱରଙ୍କୁ ଜାଣି ନ ଥିଲ, ତେଣୁ ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେହିଭଳି ମିଥ୍ୟା ଦେବଦେବୀମାନଙ୍କର ଦାସ ଥିଲ। Gade chapit laପବିତ୍ର ବାଇବଲ8 ପୂର୍ବରୁ ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। ତୁମ୍ଭେମାନେ ମିଥ୍ୟା ଦେବତାମାନଙ୍କର ଦାସ ଥିଲ। Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”