Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ଵାରା ବିନଷ୍ଟ ନ ହୁଅ।

Gade chapit la Kopi

ଓଡିଆ ବାଇବେଲ

15 କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ମାତ୍ର ଯଦି ତୁମ୍ଭେମାନେ ପଶୁ ପରି ଆଚରଣ କରି ପରସ୍ପରକୁ ଆଘାତ କରୁଥାଅ ଓ ପରସ୍ପରର କ୍ଷତି କରୁଥାଅ, ତେବେ ସତର୍କ ହୁଅ, ନଚେତ୍ ହୁଏତ ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣରୂପେ ବିନଷ୍ଟ କରିଦେବ।

Gade chapit la Kopi

ପବିତ୍ର ବାଇବଲ

15 ଯଦି ତୁମ୍ଭେ ଏକଆରେକକୁ ଆଘାତ ପ୍ରଦାନ କରୁଥାଅ, ଓ ତଦ୍ଦ୍ୱାରା ପରସ୍ପରକୁ ଗ୍ରାସ କରି ଗ୍ଭଲ, ତା'ହେଲେ ତୁମ୍ଭେମାନେ ନିଜେ ନିଜେ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇ ଯିବ। ତେଣୁ ସାବଧାନ ରୁହ।

Gade chapit la Kopi




ଗାଲାତୀୟ 5:15
16 Referans Kwoze  

ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?


ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।


କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।


ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।


କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;


ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।


କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;


କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,


ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;


ପୁଣି ଅବୀମେଲକ୍‍ ଓ ତାହାର ସଙ୍ଗୀଦଳ ଶୀଘ୍ର ଆକ୍ରମଣ କରି ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହୋଇ ରହିଲେ ଓ ଅନ୍ୟ ଦୁଇ ଦଳ କ୍ଷେତ୍ରସ୍ଥିତ ସମସ୍ତ ଲୋକଙ୍କୁ ଆକ୍ରମଣ କରି ବଧ କଲେ।


ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ।


Swiv nou:

Piblisite


Piblisite