Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଭଦ୍ରତା, ବିଶ୍ଵସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ବ୍ୟବସ୍ଥା ନାହିଁ।

Gade chapit la Kopi

ଓଡିଆ ବାଇବେଲ

23 ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ ।

Gade chapit la Kopi

ପବିତ୍ର ବାଇବଲ

23 ଭଦ୍ରତା ଓ ଆତ୍ମ-ସଂଯମ। ଏହି ବିଷୟ ଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ।

Gade chapit la Kopi




ଗାଲାତୀୟ 5:23
7 Referans Kwoze  

ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,


କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍‌ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।


ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ,


ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,


ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।


ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।


କିନ୍ତୁ ଯଦି ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ।


Swiv nou:

Piblisite


Piblisite