Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭମାନଙ୍କ ଆହ୍ୱାନକର୍ତ୍ତା ଈଶ୍ବରଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭମାନଙ୍କ ଆହ୍ଵାନକର୍ତ୍ତାଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭମାନଙ୍କ ଆହ୍ୱାନକର୍ତ୍ତାଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତୁମ୍ଭମାନଙ୍କୁ ଭୁଲ୍ ବାଟରେ ଯିବାକୁ ସେ କିପରି ପ୍ରବର୍ତ୍ତାଇଲା? ତୁମ୍ଭମାନଙ୍କୁ ଆହ୍ୱାନ କରିଥିବା ଈଶ୍ୱରଙ୍କ ପକ୍ଷରୁ ଏହା ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭକୁ ଯେଉଁ ପ୍ରକାର ପ୍ରବର୍ତ୍ତନା ଦିଆଯାଇଥାଉ ନା କାହିଁକି, ସେହି ପ୍ରବର୍ତ୍ତନା ପରମେଶ୍ୱରଙ୍କଠାରୁ ଆସି ନାହିଁ, ଯେ ତୁମ୍ଭକୁ ମନୋନୀତ କରିଥିଲେ।

Gade chapit la Kopi




ଗାଲାତୀୟ 5:8
3 Referans Kwoze  

ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;


ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।


Swiv nou:

Piblisite


Piblisite