Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅଳ୍ପ ଖମୀର ପିଣ୍ଡୁଳାଯାକ ଖମୀରମୟ କରିଦିଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଟିକିଏ ବୋଲି ଖମୀର ପିଣ୍ତୁଳାଯାକ ଖମୀରମୟ କରିଦିଏ।

Gade chapit la Kopi

ଓଡିଆ ବାଇବେଲ

9 ଅଳ୍ପ ଖମୀର ପିଣ୍ଡୁଳାଯାକ ଖମୀରମୟ କରିଦିଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 କଥାରେ ଅଛି: “ଚକଟା ହୋଇଥିବା ମଇଦାକୁ ଫୁଲାଇବା ପାଇଁ ଟିକିଏ ମାତ୍ର ଖମୀର ଆବଶ୍ୟକ।”

Gade chapit la Kopi

ପବିତ୍ର ବାଇବଲ

9 ସାବଧାନ ରୁହ, “ଅଳ୍ପ ଟିକିଏ ଖମୀର ଜନ୍ତା ହୋଇଥିବା ସବୁ ମଇଦାକୁ ଫୁଲାଇ ଦିଏ।”

Gade chapit la Kopi




ଗାଲାତୀୟ 5:9
9 Referans Kwoze  

ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।


ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”


ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।”


ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।


ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ;


ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?


ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।”


Swiv nou:

Piblisite


Piblisite