ଗାଲାତୀୟ 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ଵାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି। Gade chapit laଓଡିଆ ବାଇବେଲ14 କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)14 କିନ୍ତୁ ମୁଁ କେବଳ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ବିଷୟରେ ଗର୍ବ କରୁଛି; କାରଣ ତାଙ୍କର କ୍ରୁଶ ଯୋଗୁଁ ଜଗତ ମୋ’ ନିମନ୍ତେ ମୃତ ଏବଂ ମୁଁ ଜଗତ ନିମନ୍ତେ ମୃତ। Gade chapit laପବିତ୍ର ବାଇବଲ14 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ହିଁ ମୋର ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠାରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ମୋ’ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ୟ ଜଗତ ପାଇଁ ମୃତ। Gade chapit la |