ଗାଲାତୀୟ 6:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)17 ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି। Gade chapit laଓଡିଆ ବାଇବେଲ17 ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)17 ପରିଶେଷରେ, ମୋର ଏତିକି କହିବା କଥା, ମୋତେ କେହି ଆଉ ଦୁଃଖ ନ ଦିଅନ୍ତୁ। କାରଣ ମୋ’ ଶରୀରରେ ଯେଉଁ ସବୁ କ୍ଷତ ଚିହ୍ନ ରହିଛି, ସେଥିରୁ ପ୍ରକାଶିତ ହୁଏ ଯେ, ମୁଁ ଯୀଶୁଙ୍କର କ୍ରୀତଦାସ। Gade chapit laପବିତ୍ର ବାଇବଲ17 ଅତଏବ ମୋତେ ଅଧିକ କଷ୍ଟ ଦିଅ ନାହିଁ। ମୋ’ ଶରୀରରେ ପୂର୍ବରୁ କ୍ଷତ ଚିହ୍ନମାନ ଅଛି। ମୁଁ ଯେ ଯୀଶୁ ଖ୍ରୀଷ୍ଟଙ୍କର ଅଟେ, ତାହା ଏହି କ୍ଷତଚିହ୍ନଗୁଡ଼ିକ ପ୍ରମାଣିତ କରନ୍ତି। Gade chapit la |