Biblia Todo Logo
Bib sou entènèt

- Piblisite -




ଗାଲାତୀୟ 6:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। ଆମେନ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍।

Gade chapit la Kopi

ଓଡିଆ ବାଇବେଲ

18 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍‍ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ହେ ଭାଇମାନେ! ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ। ଆମେନ୍!

Gade chapit la Kopi

ପବିତ୍ର ବାଇବଲ

18 ମୋ’ ଭାଇ ଓ ଭଉଣୀମାନେ! ମୁଁ ପ୍ରାର୍ଥନା କରେ ଯେ, ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମା ସହିତ ସଦାସର୍ବଦା ରହିଥାଉ। ଆମେନ୍।

Gade chapit la Kopi




ଗାଲାତୀୟ 6:18
12 Referans Kwoze  

ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ବରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।


ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।


ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ହେ ଭାଇମାନେ, ଅବଶିଷ୍ଟ ଅଣଯିହୁଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।


ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରିପାରେ ନାହିଁ ବା ସେଥିରେ କିଛି ଯୋଗ କରିପାରେ ନାହିଁ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋʼ ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋʼ ପ୍ରତି କୌଣସି ଅନ୍ୟାୟ କରି ନାହଁ।


ହେ ଭାଇମାନେ, ତୁମ୍ଭେମାନେ ଇସ୍‌ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ।


ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।


Swiv nou:

Piblisite


Piblisite