ଗାଲାତୀୟ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ ଶ୍ରା; ନ ହେଉ; କାରଣ କ୍ଳା; ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା। Gade chapit laଓଡିଆ ବାଇବେଲ9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା । Gade chapit laପବିତ୍ର ବାଇବଲ (CL) NT (BSI)9 ତେଣୁ ସତ୍କର୍ମ କରିବାରେ ଆମେ କ୍ଲାନ୍ତ ହେବା ଅନୁଚିତ। କାରଣ ସେଥିରୁ ବିରତ ନ ହେଲେ, ଯଥା ସମୟରେ ଆମେ ଫସଲ ଅମଳ କରି ପାରିବା। Gade chapit laପବିତ୍ର ବାଇବଲ9 ଆମ୍ଭେ ଉତ୍ତମ କାର୍ଯ୍ୟ କରିବାରେ ଥକିଯିବା ନାହିଁ। କାରଣ ଉପଯୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ। Gade chapit la |