ଆଦି ପୁସ୍ତକ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)15 ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ତଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ; ତହିଁରେ ସେପରି ହେଲା। Gade chapit laଓଡିଆ ବାଇବେଲ15 ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। Gade chapit laପବିତ୍ର ବାଇବଲ15 ସେହି ଜ୍ୟୋତିର୍ଗଣ ପୃଥିବୀରେ ଆଲୋକ ଦେବା ପାଇଁ ତୋରଣ ମଧ୍ୟରେ ଥା’ନ୍ତୁ।” ଏବଂ ଏହିପରି ହେଲା। Gade chapit la |