ଆଦି ପୁସ୍ତକ 1:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)27 ଅନନ୍ତର ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ଵରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ। Gade chapit laଓଡିଆ ବାଇବେଲ27 ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ। Gade chapit laପବିତ୍ର ବାଇବଲ27 ତେଣୁ ପରମେଶ୍ୱର, ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ। ପରମେଶ୍ୱର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ। Gade chapit la |
ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ‘ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ିଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।’”