Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପରମେଶ୍ଵର ଆହୁରି କହିଲେ, ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

29 ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜୋଉତ୍ପାଦକ ଗଛ ଦେଉଛି ଏବଂ ପ୍ରତ୍ୟେକ ଗଛ ଯାହାର ଫଳ ମଧ୍ୟରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହେବ।

Gade chapit la Kopi




ଆଦି ପୁସ୍ତକ 1:29
22 Referans Kwoze  

ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।


ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।


କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”


ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।


ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।


ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।


କାରଣ ସେ ଏସବୁ ଦ୍ୱାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି।


ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର,


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,


ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


ସେ ଉଚ୍ଚସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।


ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।


ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।


ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।


ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ବର ଏସବୁ ତ ସୃଷ୍ଟି କରିଅଛନ୍ତି।


ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”


Swiv nou:

Piblisite


Piblisite