Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍‍ ଶାକ ଦେଲୁ,” ତହିଁରେ ସେହିପରି ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପୁଣି ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ ଶାକ ଦେଲୁ; ତହିଁରେ ସେପରି ହେଲା।

Gade chapit la Kopi

ଓଡିଆ ବାଇବେଲ

30 ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।

Gade chapit la Kopi

ପବିତ୍ର ବାଇବଲ

30 ସମସ୍ତ ଗ୍ଭରା ଗଛ ଜୀବିତ ପ୍ରାଣୀଙ୍କର ଖାଦ୍ୟ ପାଇଁ ଦେଲି, ଆକାଶରେ ଉଡ଼ୁଥିବା ପ୍ରତ୍ୟେକ ପକ୍ଷୀ, ପ୍ରତ୍ୟେକ ଭୂଚର ପ୍ରାଣୀ ଏବଂ ପ୍ରତ୍ୟେକ ଜୀବନ୍ତ ଏବଂ ନିଶ୍ୱାସ ନେଉଥିବା ପ୍ରାଣୀ ମୁଁ ତୁମ୍ଭଙ୍କୁ ଦେଲି।” ଏବଂ ଏହିପରି ହେଲା।

Gade chapit la Kopi




ଆଦି ପୁସ୍ତକ 1:30
11 Referans Kwoze  

ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।


ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି, ସେଠାରେ ବନ୍ୟ ପଶୁ ସମସ୍ତେ କ୍ରୀଡ଼ା କରନ୍ତି।


ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ।


ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।


ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।”


ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ।


ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରିଯାଇ ଆସନ୍ତି ନାହିଁ।


ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”


Swiv nou:

Piblisite


Piblisite