ଆଦି ପୁସ୍ତକ 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନୀ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା। Gade chapit laଓଡିଆ ବାଇବେଲ10 ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା। Gade chapit laପବିତ୍ର ବାଇବଲ10 ଶିନିୟର ଦେଶରେ ବାବିଲ୍, ଏରକ୍, ଏକ୍କଦ୍ ଓ କଲନୀ ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା। Gade chapit la |
“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।