ଆଦି ପୁସ୍ତକ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍-ପୁରୀ ଓ କେଲହ, Gade chapit laପବିତ୍ର ବାଇବଲ (Re-edited) - (BSI)11 ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ, Gade chapit laଓଡିଆ ବାଇବେଲ11 ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ, Gade chapit laପବିତ୍ର ବାଇବଲ11 ସେହି ଦେଶରୁ ଅଗ୍ରିୟା ବାହାରି ନୀନିବୀ ରହୋବୋତ୍ ପୁରୀ ଓ କେଲହ Gade chapit la |
ସେତେବେଳେ ସେମାନେ ଯିରୁବ୍ବାବିଲ୍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”