Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 11:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗ୍‌କୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗକୁ ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ଏବର ଚୌତ୍ରିଶି ବର୍ଷ ବୟସରେ ପେଲଗ୍‌କୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ

16 ଏବରକୁ 34 ବର୍ଷ ପରେ ତା'ର ଏକ ପୁତ୍ର ଜନ୍ମିଲା ଯାହାର ନାମ ପେଲଗ।

Gade chapit la Kopi




ଆଦି ପୁସ୍ତକ 11:16
7 Referans Kwoze  

ନାହୋର ସରୁଗଙ୍କ ପୁତ୍ର, ସରୁଗ ରଗୁଙ୍କ ପୁତ୍ର, ରଗୁ ଫେଲଗଙ୍କ ପୁତ୍ର, ଫେଲଗ ଏବରଙ୍କ ପୁତ୍ର, ଏବର ଶେଲହଙ୍କ ପୁତ୍ର,


ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍‍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍‍।


ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”


ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍‍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍‍।


ଯେଫତ୍‍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍‍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା।


ଏବରର ଜନ୍ମ ଉତ୍ତାରେ ଶେଲହ ଚାରି ଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।


ପେଲଗ୍‌ର ଜନ୍ମ ଉତ୍ତାରେ ଏବର ଚାରି ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।


Swiv nou:

Piblisite


Piblisite