Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 11:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ରୀୟୂ ବତିଶ ବର୍ଷ ବୟସରେ ସରୁଗକୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ରୀୟୂ ବତିଶ ବର୍ଷ ବୟସରେ ସରୁଗକୁ ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

20 ରୀୟୂ ବତିଶି ବର୍ଷ ବୟସରେ ସରୁଗକୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ

20 ରିୟୁକୁ ବତିଶ ବର୍ଷ ବୟସରେ ତା'ଠାରୁ ସରୁଗ ଜନ୍ମ ହେଲା।

Gade chapit la Kopi




ଆଦି ପୁସ୍ତକ 11:20
5 Referans Kwoze  

ନାହୋର ସରୁଗଙ୍କ ପୁତ୍ର, ସରୁଗ ରଗୁଙ୍କ ପୁତ୍ର, ରଗୁ ଫେଲଗଙ୍କ ପୁତ୍ର, ଫେଲଗ ଏବରଙ୍କ ପୁତ୍ର, ଏବର ଶେଲହଙ୍କ ପୁତ୍ର,


ରୀୟୂର ଜନ୍ମ ଉତ୍ତାରେ ପେଲଗ୍‍ ଦୁଇ ଶହ ନଅ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।


ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇ ଶହ ସାତ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।


ପୁଣି, ମନୁଷ୍ୟ ଷୋଳ ସହସ୍ର, ସେମାନଙ୍କ ମଧ୍ୟରୁ ବତିଶ ଜଣ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।


ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।


Swiv nou:

Piblisite


Piblisite