Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 11:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

26 ପୁଣି, ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ

26 ତେରହର ସତୁରି ବର୍ଷ ବୟସରେ ତା'ର ପୁତ୍ର ଅବ୍ରାମ, ନାହୋର ଓ ହାରଣ ଜନ୍ମ ହେଲେ।

Gade chapit la Kopi




ଆଦି ପୁସ୍ତକ 11:26
8 Referans Kwoze  

ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପୂର୍ବକାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;


ଯିହୂଦା ଯାକୁବଙ୍କ ପୁତ୍ର, ଯାକୁବ ଇସ୍‌ହାକଙ୍କ ପୁତ୍ର, ଇସ୍‌ହାକ ଅବ୍ରହାମଙ୍କ ପୁତ୍ର, ଅବ୍ରହାମ ତେରହଙ୍କ ପୁତ୍ର, ତେରହ ନାହୋରଙ୍କ ପୁତ୍ର,


ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣେଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।


ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।


Swiv nou:

Piblisite


Piblisite