Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 11:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍‍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲଦୀୟମାନଙ୍କ ଊର ନାମକ ଆପଣା ଜନ୍ମଦେଶରେ ମଲା।

Gade chapit la Kopi

ଓଡିଆ ବାଇବେଲ

28 ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍‍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।

Gade chapit la Kopi

ପବିତ୍ର ବାଇବଲ

28 ହାରୋଣ ଆପଣା ପିତା ତେରହର ସାକ୍ଷାତରେ କଲଦୀୟମାନଙ୍କ ଊର୍ ନାମକ ଆପଣା ଜନ୍ମ ଦେଶରେ ମଲା।

Gade chapit la Kopi




ଆଦି ପୁସ୍ତକ 11:28
5 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”


ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମଙ୍କୁ ମନୋନୀତ କଲ ଓ କଲ୍‍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;


ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।


ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “କଲ୍‍ଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”


Swiv nou:

Piblisite


Piblisite