Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 11:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଅନନ୍ତର ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍‍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍‍କା ଓ ଯିସ୍କାର ପିତା।

Gade chapit la Kopi

ଓଡିଆ ବାଇବେଲ

29 ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍‍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍‍କା ଓ ଯିସ୍କାର ପିତା।

Gade chapit la Kopi

ପବିତ୍ର ବାଇବଲ

29 ଏହା ପରେ ଅବ୍ରାମ ଓ ନାହୋର ଉଭୟ ବିବାହ କଲେ। ଅବ୍ରାମଙ୍କ ସ୍ତ୍ରୀର ନାମ ସାରୀ ଏବଂ ନାହୋରର ସ୍ତ୍ରୀ ମି‌ଲ୍‌କା, ହାରୋଣର କନ୍ୟା। ହାରୋଣର ଅନ୍ୟ ଝିଅର ନାମ ଯିସ୍କା।

Gade chapit la Kopi




ଆଦି ପୁସ୍ତକ 11:29
7 Referans Kwoze  

ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।”


ତହିଁ ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।


ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।


ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।


ସେହି ବଥୂୟେଲର କନ୍ୟା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।


ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।


ତହିଁରେ ସେ ଉତ୍ତର କଲା, “ନାହୋରର ଔରସରେ ମିଲ୍କାଠାରୁ ଜାତ ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।”


Swiv nou:

Piblisite


Piblisite