ଆଦି ପୁସ୍ତକ 11:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଅନନ୍ତର ସେମାନେ ପରସ୍ପର କହିଲେ, ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ। ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ଵରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ଵରୂପ ହେଲା। Gade chapit laଓଡିଆ ବାଇବେଲ3 ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା। Gade chapit laପବିତ୍ର ବାଇବଲ3 ଲୋକମାନେ କହିଲେ, “ଆସ ଆମ୍ଭେ ଇଟା ପୋଡ଼ି ଟାଣ କରିବା।” ତେଣୁ ଲୋକମାନେ ପଥର ବ୍ୟବହାର ନ କରି ଇଟାକୁ ଘର କରିବା ପାଇଁ ବ୍ୟବହାର କଲେ। ଏବଂ ସେମାନେ ମାଟିଆ ତେଲକୁ ଚୂନ ସ୍ୱରୂପ ବ୍ୟବହାର କଲେ। Gade chapit la |