Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 11:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ତେରହ ହାରଣ ନଗରରେ ଥାଇ ଦୁଇ ଶହ ପାଞ୍ଚ ବର୍ଷ ବୟସରେ ମଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପୁଣି ତେରହ ହାରଣ ନଗରରେ ଥାଇ ଦୁଇଶହ ପାଞ୍ଚ ବର୍ଷ ବୟସରେ ମଲା।

Gade chapit la Kopi

ଓଡିଆ ବାଇବେଲ

32 ପୁଣି, ତେରହ ହାରଣ ନଗରରେ ଥାଇ ଦୁଇଶହ ପାଞ୍ଚ ବର୍ଷ ବୟସରେ ମଲା।

Gade chapit la Kopi

ପବିତ୍ର ବାଇବଲ

32 ତେରହ ହାରଣ ନଗରରେ ଥାଇ 205 ବର୍ଷରେ ମଲା।

Gade chapit la Kopi




ଆଦି ପୁସ୍ତକ 11:32
6 Referans Kwoze  

ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।


ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।


ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।


ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?


ପୁଣି, ଏଥିଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପିଢ଼ି ପର୍ଯ୍ୟନ୍ତ ଆପଣାର ପୁତ୍ରପୌତ୍ରମାନଙ୍କୁ ଦେଖିଲା।


ମୋʼ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?


Swiv nou:

Piblisite


Piblisite