ଆଦି ପୁସ୍ତକ 11:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ମନୁଷ୍ୟସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ। Gade chapit laଓଡିଆ ବାଇବେଲ5 ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ। Gade chapit laପବିତ୍ର ବାଇବଲ5 ସଦାପ୍ରଭୁ ଲୋକମାନଙ୍କ ଦ୍ୱାରା ତିଆରି ହେଉଥିବା ନଗର ଏବଂ ଦୁର୍ଗ ଦେଖିବା ପାଇଁ ଓହ୍ଲାଇ ଆସିଲେ। Gade chapit la |