ଆଦି ପୁସ୍ତକ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି ସଦାପ୍ରଭୁ କହିଲେ, ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରୁ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ। Gade chapit laଓଡିଆ ବାଇବେଲ6 ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ। Gade chapit laପବିତ୍ର ବାଇବଲ6 ସଦାପ୍ରଭୁ କହିଲେ, “ଏହି ସମସ୍ତ ଲୋକ ଏକ ଓ ସେମାନଙ୍କର ଭାଷା ଏକ, ସେମାନେ ଏହି କାମ କରିବାକୁ ଏକତ୍ରିତ ହୋଇଛନ୍ତି। ଏହା ତାଙ୍କର ଆରମ୍ଭ ମାତ୍ର। ସେମାନେ ଯେତେବେଳେ ଯାହା ଗ୍ଭହିଁବେ ତାହା କରିବେ। Gade chapit la |