Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 12:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଣୁକରି ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ।

Gade chapit la Kopi

ଓଡିଆ ବାଇବେଲ

12 ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ।

Gade chapit la Kopi

ପବିତ୍ର ବାଇବଲ

12 ମିଶରୀୟମାନେ ତୁମ୍ଭକୁ ଦେଖିବେ ଏବଂ ଜାଣିବେ ଯେ, ‘ତୁମ୍ଭେ ମୋର ସ୍ତ୍ରୀ।’ ତା'ପରେ ସେମାନେ ମୋତେ ମାରି ଦେବେ ଏବଂ ତୁମ୍ଭକୁ ଦୂରକୁ ନେଇଯିବେ।

Gade chapit la Kopi




ଆଦି ପୁସ୍ତକ 12:12
6 Referans Kwoze  

ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।


ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।


ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।”


Swiv nou:

Piblisite


Piblisite