ଆଦି ପୁସ୍ତକ 12:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ହେତୁରୁ ମୋʼ ପ୍ରାଣ ରକ୍ଷା ପାଇବ। Gade chapit laଓଡିଆ ବାଇବେଲ13 ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।” Gade chapit laପବିତ୍ର ବାଇବଲ13 ତେଣୁ ତୁମ୍ଭେ ଲୋକମାନଙ୍କୁ କହିବ, ତୁମ୍ଭେ ମୋର ଭଉଣୀ ବୋଲି। ଯଦ୍ଦ୍ୱାରା ସେମାନେ ମୋତେ ଦୟା ଦେଖାଇବେ। ଏହି ପ୍ରକାରେ ତୁମ୍ଭେ ମୋର ପ୍ରାଣକୁ ରକ୍ଷା କରି ପାରିବ।” Gade chapit la |