Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 12:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ଵ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।

Gade chapit la Kopi

ଓଡିଆ ବାଇବେଲ

20 ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।

Gade chapit la Kopi

ପବିତ୍ର ବାଇବଲ

20 ଅବ୍ରାମଙ୍କୁ ମିଶରରୁ ତଡ଼ି ଦେବା ପାଇଁ ଫାରୋ ତାଙ୍କର ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ। ତେଣୁ ଅବ୍ରାମ ଓ ତାଙ୍କର ସ୍ତ୍ରୀ ସମସ୍ତ ଦ୍ରବ୍ୟ ଧରି ସେହି ସ୍ଥାନ ପରିତ୍ୟାଗ କଲେ।

Gade chapit la Kopi




ଆଦି ପୁସ୍ତକ 12:20
6 Referans Kwoze  

ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।


ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।


ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏ କଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।”


ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ।


Swiv nou:

Piblisite


Piblisite