Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ଵୁ ସ୍ଥାପନ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

12 ଅବ୍ରାମ କିଣାନୀୟଙ୍କ ଦେଶରେ ରହିଲେ ଏବଂ ଲୋଟ ଉପତ୍ୟକା ନଗରୀରେ ବାସ କଲେ। ଲୋଟ ଅଧିକରୁ ଅଧିକ ସଦୋମ ପାଖକୁ ତାଙ୍କର ଛାଉଣିକୁ ନେଇଗଲେ।

Gade chapit la Kopi




ଆଦି ପୁସ୍ତକ 13:12
10 Referans Kwoze  

ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ।


ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା


ପୁଣି, ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ।


ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।


ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।


ସେହି ସମୁଦାୟ ନଗର ଓ ପ୍ରାନ୍ତର ଓ ତନ୍ମଧ୍ୟସ୍ଥିତ ଲୋକ ଓ ସେହି ଭୂମିରେ ଜାତ ସକଳ ପଦାର୍ଥ ଉତ୍ପାଟନ କଲେ।


ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ।


ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍‍ ଓ ସବୋୟୀମର ରାଜା ଶିମେବର ଓ ବିଲାର, ଅର୍ଥାତ୍‍, ସୋୟରର ରାଜା ସହିତ ଯୁଦ୍ଧ କଲେ।


ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି


Swiv nou:

Piblisite


Piblisite