Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 13:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅନନ୍ତର ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;

Gade chapit la Kopi

ଓଡିଆ ବାଇବେଲ

14 ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;

Gade chapit la Kopi

ପବିତ୍ର ବାଇବଲ

14 ଲୋଟ ଗଲାପରେ, ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଚତୁର୍ପାର୍ଶ୍ୱକୁ ଦେଖ, ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ଦେଖ।

Gade chapit la Kopi




ଆଦି ପୁସ୍ତକ 13:14
6 Referans Kwoze  

ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।”


ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ।


ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ।


ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।


ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।


ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;


Swiv nou:

Piblisite


Piblisite