ଆଦି ପୁସ୍ତକ 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)15 କାରଣ ଏହି ଯେ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା। Gade chapit laଓଡିଆ ବାଇବେଲ15 କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା। Gade chapit laପବିତ୍ର ବାଇବଲ15 ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖରେ ତୁମ୍ଭେ ଚିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦେବି। Gade chapit la |
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।